Below header

ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟଙ୍କୁ ସମ୍ବର୍ଦ୍ଧନା ଦେଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ମାଉଣ୍ଟ ଏଭେରେଷ୍ଟକୁ ସଫଳତାର ସହ ଆରୋହଣ କରିଥିବା ବିଶିଷ୍ଟ ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି କନ୍ଧମାଳ ସାଂସଦ ତଥା କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ । ଆଜି ସିଦ୍ଧାର୍ଥ ଡକ୍ଟର ସାମନ୍ତଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ।

ସିଦ୍ଧାର୍ଥଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ତାଙ୍କୁ ଓଡ଼ିଶାର ଗୌରବ ବୋଲି କହିଛନ୍ତି ଡକ୍ଟର ଅଚ୍ୟୁତ ସାମନ୍ତ । ସିଦ୍ଧାର୍ଥଙ୍କ ସଫଳତା ସବୁ ଓଡ଼ିଆଙ୍କ ପାଇଁ ପ୍ରେରଣା ଯୋଗାଇବ ବୋଲି ସେ କହିଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.