ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜ ଲିଖିତ ‘ମାଇଁ ମଦର – ମାଇଁ ହିରୋ’ ଇଂରାଜୀ ପୁସ୍ତକ ପ୍ରଦାନ କଲେ ଡ. ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ):  ଶିକ୍ଷାବିତ୍‍ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତ ନିଜ ଲିଖିତ ‘ମାଇଁ ମଦର – ମାଇଁ ହିରୋ’ ଇଂରାଜୀ ପୁସ୍ତକକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶ୍ରୀ ସାମନ୍ତ ନିଜ ପୁସ୍ତକ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ଜଣେ ସୁଲେଖକ ଓ ଉତ୍ତମ ପାଠକ ହୋଇଥିବାରୁ ଏହି ପୁସ୍ତକ ଗ୍ରହଣ କରି ବେଶ ଆନନ୍ଦ ପ୍ରକାଶ କରିଥିଲେ। ନିକଟରେ ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ ଏହି ପୁସ୍ତକଟିକୁ ଉନ୍ମୋଚନ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.