କେନ୍ୟୁଜ୍(ବ୍ୟୁରୋ): ଶିକ୍ଷାବିତ୍ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତ ନିଜ ଲିଖିତ ‘ମାଇଁ ମଦର – ମାଇଁ ହିରୋ’ ଇଂରାଜୀ ପୁସ୍ତକକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶ୍ରୀ ସାମନ୍ତ ନିଜ ପୁସ୍ତକ ପ୍ରଦାନ କରିଥିଲେ।
ମୁଖ୍ୟମନ୍ତ୍ରୀ ଜଣେ ସୁଲେଖକ ଓ ଉତ୍ତମ ପାଠକ ହୋଇଥିବାରୁ ଏହି ପୁସ୍ତକ ଗ୍ରହଣ କରି ବେଶ ଆନନ୍ଦ ପ୍ରକାଶ କରିଥିଲେ। ନିକଟରେ ଭାରତର ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ ଏହି ପୁସ୍ତକଟିକୁ ଉନ୍ମୋଚନ କରିଥିଲେ ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…