ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଡକ୍ଟର ଅଚ୍ୟୁତ ସାମନ୍ତ

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ। ଦୀର୍ଘ ୨୭ ବର୍ଷ ଧରି ପ୍ରତି ମାସର ୧ ତାରିଖରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥାନ୍ତି ଡକ୍ଟର ଅଚ୍ୟୁତ ସାମନ୍ତ। ଆଜି ସେପ୍ଟେମ୍ବର ୧ତାରିଖ ରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଙ୍କ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପରେ ସିଂହଦ୍ୱାର ନିକଟରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରୀମନ୍ଦିର ପରିକ୍ରମା କରିଥିଲେ l

 

 

You might also like