ରାଜ୍ୟ

ଜାତୀୟ ମୁଖପାତ୍ର ମନୋନୀତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ ସାଂସଦ ଡ. ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ): ବିଜେଡି ଦଳର ଜାତୀୟ ମୁଖପାତ୍ର ଭାବେ ମନୋନୀତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ। ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ସୁଶାସନ ବିଷୟରେ ଜାତୀୟ ସ୍ତରରେ ଆହୁରି ଲୋକାଭିମୂଖୀ କରିବେ ବୋଲି ଡ. ସାମନ୍ତ କହିଛନ୍ତି।

କହିରଖୁଛି କି କିଛି ସମୟ ପୂର୍ବରୁ ବିଜେଡିର ୬ଜଣିଆ ଜାତୀୟ ମୁଖପାତ୍ରଙ୍କ ନାମ ଘୋଷଣା ହୋଇଥିଲା ।  ଜାତୀୟ ମୁଖପାତ୍ର ତାଲିକାରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ଡ. ଅଚ୍ୟୁତ ସାମନ୍ତ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ଶର୍ମିଷ୍ଠା ସେଠୀ ରହିଛନ୍ତି । ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏହି ତାଲିକା ପ୍ରସ୍ତୁତ ହୋଇଛି ।

KNews Bureau

Recent Posts

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

11 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

24 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

27 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

47 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago