ଡ. ଗୋପବନ୍ଧୁ ଦାଶଙ୍କ ପୁସ୍ତକ ‘Dynamics of Indo south African cooperation in the changing world’ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ଯୁଜ୍): ଡ. ଗୋପବନ୍ଧୁ ଦାଶଙ୍କ ପୁସ୍ତକ Dynamics of Indo south African cooperation in the changing world ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ। ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସହଯୋଗ ଉପରେ ଆଧାରିତ ଗବେଷଣାଭିତ୍ତିକ ପୁସ୍ତକ, Dynamics of Indo south African cooperation in the changing world।

ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତିରେ cosmopolitanism ଓ nativism ଉଭୟ ଦେଶ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ଡ. ଦାଶ ତାଙ୍କ ପୁସ୍ତକରେ ମତବ୍ୟକ୍ତ କରିଛନ୍ତି। ଏହା ହିଁ ଆଗାମୀ ଦିନରେ ଭାରତ ଓ ଦକ୍ଷିଣ ଆଫ୍ରିକାର ସଂପର୍କକୁ ନୂଆ ସ୍ତରରେ ପହଞ୍ଚାଇବ ବୋଲି ସେ ଆଶାପ୍ରକାଶ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.