ରାଜ୍ୟ

ପରଲୋକରେ ଭୁବନେଶ୍ବର ପୌର ନିଗମର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ର

ଭୁବନେଶ୍ୱର (କେନ୍ୟୁଜ): ପରଲୋକରେ ଜଣାଶୁଣା ଡାକ୍ତର ଜଗନ୍ନାଥ ମହାପାତ୍ର । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ଭୁବନେଶ୍ୱର ସହିଦନଗର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଜଗନ୍ନାଥ ମହାପାତ୍ର । ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱର ମହାନଗର ନିଗମର ପୂର୍ବତନ ଚେୟାରମ୍ୟାନ୍‌ ଓ ପ୍ରଥମ ମେୟର ଥିଲେ ଜଗନ୍ନାଥ ମହାପାତ୍ର । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଓ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ପ୍ରମୁଖ ।

 

Barsha

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

8 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

22 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

37 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

47 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

58 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago