ଭୁବନେଶ୍ୱରରେ ପହଞ୍ଚିଲେ NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ଦିଆଗଲା ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ଏନିଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଆଜି ରାତିରେ ଏମସିଏଲ ଗେଷ୍ଟ ହାଉସରେ ରହିବେ ଦ୍ରୌପଦୀ ମୁର୍ମୁ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଆସନ୍ତା ୨୪ ତାରିଖରେ ନାମାଙ୍କନ ଦାଖଲ କରିବେ ଦ୍ରୌପଦୀ ମୁର୍ମୁ । ତାଙ୍କ ସମର୍ଥନ ଘୋଷଣା କରିଛି ବିଜେଡି ।