ରାଜ୍ୟ

DRDO ମାମଲା: ୭ ଦିନିଆ ରିମାଣ୍ଡରେ ଆସିବେ ୫ ଅଭିଯୁକ୍ତ

ବାଲେଶ୍ୱର (କେନ୍ୟୁଜ) : ବାଲେଶ୍ୱର DRDO ତଥ୍ୟ ଲିକ୍‌ ଘଟଣା । ୭ ଦିନିଆ ରିମାଣ୍ଡରେ ଆସିବେ ଗିରଫ ୫ ଅଭିଯୁକ୍ତ। ବାଲେଶ୍ୱର କୋର୍ଟ ଦେଲେ ମଞ୍ଜୁରୀ । ବାଲେଶ୍ୱର କୋର୍ଟରେ ୭ ଦିନିଆ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ୫ ଅଭିଯୁକ୍ତଙ୍କୁ ମାରାଥନ ଜେରା କରିବ କ୍ରାଇମବ୍ରାଞ୍ଚ । ବାଲେଶ୍ୱରରୁ କଟକ ଆଣି ଜେରା କରିବ କ୍ରାଇମବ୍ରାଞ୍ଚ । ଟିମରେ ଅଛନ୍ତି ଅତିରିକ୍ତ ଏସପି, ସାଇବର ଇନିସପେକ୍ଟର ଓ ସବ ଇନିସପେକ୍ଟର ।

ସମସ୍ତ ଦିଗକୁ ନେଇ ମୂଳରୁ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କାହାକୁ ତଥ୍ୟ ଯୋଗାଉଥିଲେ ? କେଉଁ ପ୍ରକାର ଡାଟା ଟ୍ରାନସଫର ହୋଇଛି ? ସମ୍ପର୍କୀୟଙ୍କ ଲିଙ୍କ୍‌ ରହିଛି କି ? କେତେ ଟଙ୍କା ଟ୍ରାଞ୍ଜାକ୍ସନ ହୋଇଛି ? ଅନ୍ୟ କାହାର ସମ୍ପୃକ୍ତି ରହିଛି ? ଆବଶ୍ୟକ ପଡିଲେ କେନ୍ଦ୍ରୀୟ ସଂସ୍ଥାର ସହଯୋଗ କରାଯିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ।.

 

 

 

 

 

 

 

 

KNews Bureau

Recent Posts

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

17 mins ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

20 mins ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

43 mins ago

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

58 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

1 hour ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

1 hour ago