ଆଜିଠୁ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ, ସୂଚନା ଦେଲେ ମହାସଂଘ ସଭାପତି

ଆଜିଠୁ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବ ଡ୍ରାଇଭର ମହାସଂଘ। ହିଟ୍ ଆଣ୍ଡ ରନ ମାମଲାରେ ନୂଆ ନିୟମକୁ ଡ୍ରାଇଭର ମହାସଂଘ ପକ୍ଷରୁ ବିରୋଧ କରାଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ କରିବ ଡ୍ରାଇଭର ମହାସଂଘ। ହିଟ୍ ଆଣ୍ଡ ରନ ମାମଲାରେ ନୂଆ ନିୟମକୁ ଡ୍ରାଇଭର ମହାସଂଘ ପକ୍ଷରୁ ବିରୋଧ କରାଯାଇଛି।

ଓଡ଼ିଶାରେ ମଧ୍ୟ ଷ୍ଟିୟରିଂ ଛାଡ ଆନ୍ଦୋଳନକୁ ଓହ୍ଲାଇଛି ଡ୍ରାଇଭର ମହାସଂଘ। ଆସନ୍ତାକାଲିଠୁ ଆନ୍ଦୋଳନର ସଂପୂର୍ଣ୍ଣ ପ୍ରଭାବ ପଡିବ। ଏ ନେଇ ସୂଚନା ଦେଇଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ ସଭାପତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.