ରାଜ୍ୟ

ଘର ଭିତରେ ପଶି ମାଲିକାଣୀଙ୍କୁ ହତ୍ୟା କରିଥିଲା ଡ୍ରାଇଭର, ପର୍ଦ୍ଦାଫାସ କଲା ଗଞ୍ଜାମ ଗୋଷାଣୀ ନୂଆଗାଁ ଥାନା

ବ୍ରହ୍ମପୁର(କେନ୍ୟୁଜ୍): ବ୍ରହ୍ମପୁର ନୀଳକଣ୍ଠନଗରରେ ଘରେ ପଶି ମହିଳାଙ୍କୁ ହତ୍ୟାର ପର୍ଦ୍ଦାଫାସ । ଘର ଡ୍ରାଇଭର ହତ୍ୟାକାରୀ। ଘର ଭିତରେ ପଶି ମାଲିକାଣୀଙ୍କୁ ହତ୍ୟା କରିଥିଲା ଡ୍ରାଇଭର। ଏନେଇ ବ୍ରହ୍ମପୁର SDPO ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ନୀଳକଣ୍ଠ ନଗରରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ସୌଦାମିନୀ ରଥ । ସେ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟ ଥିଲେ।

ଗତକାଲି ବିଳମ୍ବିତ ରାତିରେ ଘରେ ଏକୁଟିଆ ଥିଲେ ସୌଦାମିନୀ । କାହା ସହ ମୋବାଇଲ ଫୋନରେ କଥା ହେଉଥିବା ବେଳେ ଡ୍ରାଇଭର ଆକ୍ରମଣ କରିଥିଲା। ଡ୍ରାଇଭରକୁ ଅଟକ ରଖି ଅଧିକ ଖୋଳତାଡ କରୁଛି ଗୋଷାଣୀ ନୂଆଗାଁ ଥାନା ପୋଲିସ । ତେବେ କଣ ପାଇଁ ମାଲିକାଣୀଙ୍କ ହତ୍ୟାକାରୀ ସାଜିଲା ଡ୍ରାଇଭର ସେନେଇ ତନାଘନା ଜାରି ରହିଛି।

Sasmita

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

1 hour ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

4 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

5 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

7 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

7 hours ago