ରାଜ୍ୟ

ଓଲଟିଲା ଚୂନ ବୋଝେଇ ଟ୍ରକ: ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର

ଭଦ୍ରକ (କେନ୍ୟୁଜ): ଓଲଟିଲା ଚୂନ ବୋଝେଇ ଟ୍ରକ। ଚାପି ହୋଇ ରହିଯାଇଥିବା ଡ୍ରାଇଭର ଉଦ୍ଧାର । ଭଦ୍ରକ ଜିଲ୍ଲା ବାସୁଦେବପୁର ଧାମରା ରାସ୍ତାର କୋଷ୍ଟ କେନାଲ ଛକ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ ଆଜି ସକାଳେ ବାସୁଦେବପୁର ଆଡୁ ଧାମରା ଅଭିମୁଖେ ଯାଉଥିବା ଏକ ଚୂନ ବୋଝେଇ ଟ୍ରକ ଅନ୍ୟ ଏକ ଟ୍ରକକୁ ସାଇଟ ଦେଉଥିବା ବେଳେ ଭରସାମ୍ୟ ହରାଇ ନୟନ ଯୋଡିକୁ ଓଲଟି ପଡିଥିଲା। ଫଳରେ ହେଲପର ଖସି ଯାଇଥିବା ବେଳେ ଡ୍ରାଇଭର ଟ୍ରକ ତଳେ ଚାପି ହୋଇ ରହି ଯାଇଥିଲେ । ଦମକଳ ବାହିନୀ ଏବଂ ଚୂଡ଼ାମଣି ପୋଲିସ ଦେଢ଼ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ ପରେ ଡ୍ରାଇଭର ସୁରକ୍ଷିତ ଉଦ୍ଧାର ହୋଇଛନ୍ତି । ତାଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

 

Barsha

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

3 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

5 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

46 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago