ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ସ୍ଥଗିତ, ସୂଚନା ଦେଲେ ପରିବହନ କମିଶନର

ସ୍ଥଗିତ ରହିଲା ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ରାଜ୍ୟରେ ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତ ନେଇ ସୂଚନା ଦେଇଛନ୍ତି ପରିବହନ କମିଶନର ଅମିତାଭ ଠାକୁର ।

ଭୁବନେଶ୍ୱର (କେନ୍ୟୁଜ): ସ୍ଥଗିତ ରହିଲା ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ରାଜ୍ୟରେ ଡ୍ରାଇଭରଙ୍କ ଆନ୍ଦୋଳନ ସ୍ଥଗିତ ନେଇ ସୂଚନା ଦେଇଛନ୍ତି ପରିବହନ କମିଶନର ଅମିତାଭ ଠାକୁର । ଖୁବ୍ ଶୀଘ୍ର ପରିବହନ ସେବା ସ୍ବାଭାବିକ ହେବ ବୋଲି ସେ କହିଛନ୍ତି। ରାଜ୍ୟ ସରକାରଙ୍କ ପାଖରେ ଡ୍ରାଇଭରମାନେ କରିଥିବା ଦାବି ପୂରଣ ହୋଇଥିବାରୁ ସେମାନେ ଆନ୍ଦୋଳନ ସ୍ଥଗିତ ରଖିଥିବା କହିଛନ୍ତି ପରିବହନ କମିଶନର।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.