ଆଜିଠୁ ଭୁବନେଶ୍ୱରରେ ଡ୍ରୋନ୍‌ ସାହାଯ୍ୟରେ ହେବ ବିଶୋଧନୀକରଣ, ପରୀକ୍ଷାମୂଳକ ଭାବେ ପ୍ରଥମ ପର୍ଯ୍ୟାୟରେ ରାଜମହଲରୁ ଶିଶୁଭବନ ପର୍ଯ୍ୟନ୍ତ ହେଉଛି ସ୍ପ୍ରେ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱରରେ ଡ୍ରୋନ୍‌ ସାହାଯ୍ୟରେ ହେବ ବିଶୋଧନୀକରଣ । ପରୀକ୍ଷାମୂଳକ ଭାବେ ପ୍ରଥମ ପର୍ଯ୍ୟାୟରେ ରାଜମହଲରୁ ଶିଶୁଭବନ ପର୍ଯ୍ୟନ୍ତ କରାଯିବ ସ୍ପ୍ରେ । ସକାଳ ୮ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଚାଲିବ ଏହି ବିଶୋଧନ କାମ । ଏହି ସମୟରେ ସଂପୃକ୍ତ ଅଞ୍ଚଳର ଲୋକମାନଙ୍କୁ ବାହାରକୁ ନବାହାରିବା ପାଇଁ ପ୍ରଶସାନ ପକ୍ଷରୁ କୁହାଯାଇଛି । ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି ।

drone

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.