ରାଜ୍ୟ

ରାଜଧାନୀରେ bmcର ଆକ୍ସନ ପ୍ଲାନ୍‌: ଏଣିକି ମଶା ମାରିବ ଡ୍ରୋନ୍

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରେ ମଶା ଉପଦ୍ରବ ପ୍ରସଙ୍ଗ। ମଶା ଦମନ ପାଇଁ bmc ର ଆକ୍ସନ ପ୍ଲାନ୍‌। ମଶା ଦମନରେ ସାମିଲ ହେବ ଡ୍ରୋନ। ଡ୍ରୋନ ମାଧ୍ୟମରେ ହେବ କେମିକାଲ ସ୍ପ୍ରେ। ଗାଡ଼ି ଯାଇ ପାରୁନ ଥିବା, ଅବ୍ଯବହୃତ ଜଳାଶୟ ରାସ୍ତା ନ ଥିବା ଅଞ୍ଚଳରେ ମଶା ଦମନ୍‌ ରେ ସାମିଲ ହେବ ଡ୍ରୋନ। ମଶା ଧୂଆଁ ଗାଡି ସଂଖ୍ଯା ବଢାଯିବ। ଗ୍ରାସ, ବୁଶ କଟିଙ୍ଗ ଟିମ୍‌ ବଢାଯିବ। ଅଧିକ ମଶା ବଂଶ ବୃଦ୍ଧି ହେଇଥିବା ଅଞ୍ଚଳରେ ଟେକ୍ନିକାଲ ଟିମ୍‌ ସର୍ଭେ କରିବେ। ଏନେଇ Bmc କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ସୁଚନା।

Barsha

Recent Posts

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

10 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

23 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

26 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

46 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago