କେନ୍ଦୁଝର (କେନ୍ୟୁଜ୍) : ଗାଧୋଇବା ହେଲା କାଳ। ଶୋସ ଥାନା ଅନ୍ତର୍ଗତ ମଧୂବନରେ ପୋଖରୀକୁ ଗାଧୋଇବାକୁ ଯାଇ ୨ ନାବାଳିକାଙ୍କ ଗଭୀର ଜଳରେ ବୁଡି ଯାଇଥିଲେ। ଏହାପରେ ସେମାନଙ୍କ ପରିବାର ଲୋକେ ତାଙ୍କୁ ଏକ ଅଟୋରେ ଡାକ୍ତରଖାନା ନେଉଥିବାବେଳେ ଅଟୋଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଦୁଇ ପରିବାରର ୩ ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତୀ ହୋଇଛନ୍ତି। ତେବେ ବୁଡି ଯାଇଥିବା ଦୁଇ ନାବାଳିକାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।
ମାର୍ଶାଘାଇ(କେନ୍ୟୁଜ): ସକାଳୁ ସକାଳୁ ଯାଇଥିଲେ କ୍ଷେତକୁ । ଧାନ ତଳି ପକାଇବା ପାଇଁ । ହେଲେ ସେ କଣ ଜାଣିଥିଲେ…
ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ଆଉ କାମ କରୁନି ? ଲକ୍ଷ୍ମୀ ବସ୍ ଆଉ ଚାଲୁନି ? ଆହାର ଆଉ ମିଳିବ…
ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା ପାଇଁ ପରିଶ୍ରମ କରିଛୁ, ଆଗକୁ କରିବୁ । ୨୪ ବର୍ଷର ଶାସନକୁ ନେଇ କୌଣସି ଲାଜ କରିବାର…
ଭୁବନେଶ୍ୱର(କେନ୍ୟୁଜ୍): ଆସିଲା ରାଜ୍ୟର ନିଜସ୍ଵ ହାତୀ ଗଣନା ରିପୋର୍ଟ । ୭ ବର୍ଷରେ ରାଜ୍ୟରେ ହାତୀ ସଂଖ୍ୟା ବଢ଼ିଛି ମାତ୍ର…
ଭୁବନେଶ୍ୱର(କେନ୍ୟୁଜ୍): ନବୀନ ନିବାସରେ ବିଜେଡିର ବୈଠକ । ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ଭିଡ଼ । ନବୀନ…
ନୂଆଦିଲ୍ଲୀ : ନରେନ୍ଦ୍ର ମୋଦି ଆଗାମୀ ପ୍ରଧାନମନ୍ତ୍ରୀ । ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କ ନାମରେ ମୋହର ବାଜିଛି…