Below header

ଆସୁଛି ଆଉ ଏକ ଲଘୁଚାପ, ୩୧ ତାରିଖରୁ ପୁଣି ବଢିବ ବର୍ଷା

ଭୁବନେଶ୍ବର (କେନ୍ୟୁଜ୍) : ଆସୁଛି ଆଉ ଏକ ଲଘୁଚାପ। ୩୧ ତାରିଖରୁ ପୁଣି ବଢିବ ବର୍ଷା। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିବ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.