ବ୍ରହ୍ମପୁର: ବାଇକ ପାର୍କିଂକୁ ନେଇ ଗଣ୍ଡଗୋଳର ଭିଜୁଆଲ ଭାଇରାଲ। କିଭଳି ଭାବେ ଜଣେ ଯୁବକଙ୍କୁ କିଛି ଯୁବକ ସଂଘବଦ୍ଧ ଆକ୍ରମଣ କରୁଛନ୍ତି ତାହାର ସିସିଟିଭି ଫୁଟେଜ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକ କ୍ରିକେଟ ବ୍ୟାଟରେ ୪ଜଣ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ନିସ୍ତୁକ ଭାବେ ପିଟିଚାଲିିଥିଲେ। ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପଣ୍ଡା କଲୋନୀରେ ଗତ ୨୮ ତାରିଖରେ ଘଟିଥିଲା ଏହି ଘଟଣା। ଘଟଣାରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଆକ୍ରମଣର ଶୀକାର ଯୁବକ ରାଜା ମିଶ୍ରଙ୍କୁ ବି ଗିରଫ କରିଛି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…