ମାଲକାନଗିରି(କେନ୍ୟୁଜ୍) : ମାଲକାନଗିରିରେ ଜାଲ୍ ନୋଟ୍ ର୍ୟାକେଟ୍ ଠାବ । ୩୪ ହଜାର ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରି କୋର୍ଟ ଚାରାଣ କରିଛି ସଦର ଥାନା ପୋଲିସ। ସେମାନଙ୍କ ନିକଟରୁ ୧୪ଟି ନକଲି ୨ ହଜାର ଟଙ୍କିଆ ନୋଟ୍ ଓ ୧୨ଟି ୫ଶହ ଟଙ୍କିଆ ନୋଟ୍ ଜବତ ହୋଇଛି। ଗଞ୍ଜେଇ କାରବାର ପାଇଁ ଜାଲନୋଟ୍ ବ୍ୟବହାର କରାଯାଉଥିବା ମାଲକାନଗିରି ଏସ୍ପି କହିଛନ୍ତି।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…