ରାଜ୍ୟ

ଆସନ୍ତାକାଲିଠୁ ହାଇକୋର୍ଟରେ ଦୁର୍ଗାପୂଜା ଛୁଟି, ଅକ୍ଟେବାର ୨୮ରେ ଅବକାଶକାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲାର ହେବ ଶୁଣାଣି

କଟକ: ଆସନ୍ତାକାଲିଠୁ ହାଇକୋର୍ଟରେ ଦୁର୍ଗାପୂଜା ଛୁଟି । କାଲିଠୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଛୁଟି ରହିବ ବୋଲି ଘୋଷଣା କରାଯାଇଛି। ନଭେମ୍ବର ୨ରେ ଖୋଲିବ ହାଇକୋର୍ଟ । ଅକ୍ଟେବାର ୨୮ ତାରିଖରେ ଅବକାଶକାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲାର ଶୁଣାଣି କରିବେ ।

ଜଷ୍ଟିସ୍‌ ଏସ୍‌.କେ.ମିଶ୍ର, ଓ ଜଷ୍ଟିସ୍‌ ବି.ପି.ରାଉତରାୟ ଡିଭିଜନ ବେଞ୍ଚରେ ବସି ମାମଲାର ଶୁଣାଣି କରିବେ । ସେହିପରି ଏସ୍‌.କେ.ସାହୁ ଓ ଜଷ୍ଟିସ୍‌ କେ.ଆର୍‌.ମହାପାତ୍ର ଜଣିକିଆ ଖଣ୍ଡପୀଠରେ ବସି ଜରୁରୀ ମାମଲାର ଶୁଣାଣି କରିବେ ବୋଲି ହାଇକୋର୍ଟ ରେଜିଷ୍ଟ୍ରି ପକ୍ଷରୁ ବିଜ୍ଞେପ୍ତିରେ ଉଲ୍ଲେଖ କରାଯାଇଛି । ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଯେବାର ୨୭, ୨୮ ଓ ୨୯ ତାରିଖରେ ହାଇକୋର୍ଟ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖୋଲାରହିବ । କାର୍ଯ୍ୟ ଦିବସରେ ଦିନ ୧୧ଟାରୁ ୧୨ଟା ମଧ୍ୟରେ ଡ୍ରପ୍‌ ବକ୍ସ, ଇମେଲ ଓ ଇ-ଫାଇଲ୍‌ଂ ଜରିଆରେ ନୂଆ ମାମଲା ପଞ୍ଜୀକରଣ ପାଇଁ ଗ୍ରହଣ କରାଯିବ ।

Sonalisa

Recent Posts

ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, SCB ମେଡିକାଲରେ ଭର୍ତ୍ତି

କଟକ (କେନ୍ୟୁଜ): କଟକ scb ବଡ଼ ମେଡିକାଲରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।  ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

43 mins ago

ଜୟପୁର ସହରରୁ ଜବତ ହୋଇଛି ମାଳ ମାଳ ନକଲି ଗୁଟୁଖା ! ବ୍ୟବସାୟୀ କହୁଛନ୍ତି ‘ମୁଁ କିଛି ଜାଣିନି’

ଜୟପୁର(କେନ୍ୟୁଜ): ହୋଇଯାଆନ୍ତୁ ସାମଧାନ । ବିଡ଼ି, ସିଗାରେଟ, ଗୁଟୁଖା,ଖଇନି ଖାଉଥିଲେ ଚାଲିଯିବ ଜୀବନ । କାଳ ସାଜିପାରେ ଗୁଟୁଖା ଖାଇବା…

45 mins ago

ପେଟ୍ରୋଲ-ଡିଜେଲ ଦର : ଚେକ୍ କରନ୍ତୁ ମୂଲ୍ୟରେ କେତେ ହେଲା ପରିବର୍ତ୍ତନ

ଭୁବନେଶ୍ୱର ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ସେହିପରି ଦେଶ ଅନ୍ୟ କିଛି ସ୍ଥାନରେ ଦର ଖସି…

1 hour ago

ପୁଣି ବଢିଲା ସୁନା ଦର, ଏବେ କିଣି ନିଅନ୍ତୁ ଆଗକୁ ଆହୁରି ବଢିବ!

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago

ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍; ଜଣେ ମୃତ, ୧୦ ଆହତ

ଯାଜପୁର (କେନ୍ୟୁଜ): ହାଇୱାକୁ ପଛପଟୁ ଧକ୍କା ଦେଲା ବସ୍ । ଜଣେ ମୃତ, ୧୦ ଆହତ । ଯାଜପୁର ୧୬ନଂ…

2 hours ago

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା…

2 hours ago