Below header

SJFI ପକ୍ଷରୁ ବେଙ୍ଗାଲୁରୁରେ ଦୂତି ଚାନ୍ଦଙ୍କୁ ସମ୍ବର୍ଦ୍ଧନା

ବେଙ୍ଗାଲୁରୁ (କେନ୍ୟୁଜ୍) : ଆଥଲେଟ୍‌ ଦୂତି ଚାନ୍ଦଙ୍କୁ ସମ୍ବର୍ଦ୍ଧନା । ସ୍ପୋର୍ଟସ୍ ଜର୍ଣ୍ଣାଲିଷ୍ଟ ଫେଡେରେସନ୍ ଅଫ୍ ଇଣ୍ଡିଆ ପକ୍ଷରୁ ଦୂତିଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହା ସହ କ୍ରୀଡ଼ାକୁ ପ୍ରୋତ୍ସାହନ ପାଇଁ କିଟ୍ ଓ କିସର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତଙ୍କୁ ମଧ୍ୟ ସମ୍ମାନିତ କରାଯାଇଛି । ବେଙ୍ଗାଲୁରରେ ଆୟୋଜିତ SJFIର ୪୧ ତମ କନଭେନସନରେ ଏହି ସମ୍ବର୍ଦ୍ଧନା ଦିଆଯାଇଛି ।

dutee chand

କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର କ୍ରୀଡ଼ା ସାମ୍ବାଦିକମାନେ ଯୋଗ ଦେଇଥିଲେ । ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ମଧ୍ୟ ଯୋଗଦେଇ ବେଙ୍ଗାଲୁରୁରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଦୁଇଟି ବ୍ରୋଞ୍ଜ ପଦକ ଜିତିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.