କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ସବୁ ଜେଲ୍ରେ ଲାଗୁ ହେଲା ଇ-ମୁଲାକାତ ବ୍ୟବସ୍ଥା । ଜିଲ୍ଲା ମୁଖ୍ୟ କାରାଗାରରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ଜେଲ୍ର ଭିଜିଟର ରୁମ୍ରେ ଲ୍ୟାପଟପ୍ ଓ ସ୍କାଏପି ମାଧ୍ୟମରେ କଏଦୀଙ୍କୁ ଭେଟିଲେ ସଂପର୍କୀୟ। ଚୌଦ୍ୱାର ସର୍କଲ ଜେଲ୍ରେ ଦିନ ୧୦ଟା ସୁଦ୍ଧା ୨୫ଜଣ ମୁଲାକାତ କରିଛନ୍ତି। ନୂଆ କଏଦୀ ଓ ପାରୋଲରେ ଥିବା କଏଦୀଙ୍କୁ ସାନିଟାଇଜ୍ ପରେ ଜେଲ୍ ପ୍ରବେଶ ଅନୁମତି ଦିଆଯାଇଛି। ଏନେଇ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…