କଳାହାଣ୍ଡିରେ ମୃଦୁ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୩.୫

କଳାହାଣ୍ଡି(କେନ୍ଯୁଜ୍): କଳାହାଣ୍ଡିରେ ମୃଦୁ ଭୂକମ୍ପ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୩.୫। ଦିନ ୧୧ଟା ୨୯ରେ ଭୂକମ୍ପ ଅନୁଭୂତ ହୋଇଥିଲା। ଫଳରେ ଲୋକମାନେ ଭୟଭୀତ ହୋଇପଡିଥିଲେ।

ଘରୁ ବାହାରକୁ ବାହାରି ଆସିଥିଲେ। ତେବେ ଭୂକମ୍ପରେ କାହାର କୌଣସି କ୍ଷତି ହୋଇନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.