ଭୁବନେଶ୍ୱର (କେନ୍ୟୁଜ୍) : ଅର୍ଥତତ୍ତ୍ୱ ଗ୍ରୁପ ସହ ଟଙ୍କା କାରବାର ନେଇ ବିଜେଡି ନେତା ପ୍ରଭାତ ତ୍ରିପାଠୀଙ୍କୁ ଇଡିର ମାରାଥନ ଜେରା। ଦୀର୍ଘ ୯ ଘଣ୍ଟାରୁ ଅଧିକ ସମୟ ଜେରା ପରେ ବାହାରିଲେ ପ୍ରଭାତ ।
ଅର୍ଥତତ୍ତ୍ୱ ଗ୍ରୁପ ସହ ଟଙ୍କା କାରବାର ନେଇ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀମାନେ ତାଙ୍କୁ ପଚରା ଉଚରା କରୁଥିଲେ। ଅର୍ଥତତ୍ତ୍ୱ ଗ୍ରୁପକୁ ଅହେତୁକ ଅନୁକମ୍ପା ଦେଖାଇଥିବା ଓ ୪୨ ଲକ୍ଷ ଟଙ୍କା କାରବାର ହୋଇଥିବା ଅଭିଯୋଗରେ ୨୦୧୪ ଅକ୍ଟୋବର ୩୧ ତାରିଖରେ ଗିରଫ ହୋଇଥିଲେ ପ୍ରଭାତ । ୨୦୧୫ ମାର୍ଚ୍ଚରେ ତାଙ୍କୁ ଜାମିନ ମିଳିଥିଲା । ୨୦୧୯ରେ ସେ ଇଡିରେ ହାଜର ହୋଇଥିଲେ। ପୁଣି ଆଜି ସକାଳ ୧୦ଟାରୁ ଆର୍ଥିକ କାରବାର ନେଇ ପଚାରିଛନ୍ତି ଇଡିର ଏକ ୫ ଜଣିଆ ଟିମ। ପୁରୁଣା ଘଟଣା ଉପରେ ଅନେକ ପ୍ରଶ୍ନର ସାମ୍ନା କରିଛନ୍ତି ପ୍ରଭାତ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…