ଭୁବେନଶ୍ୱର : ଆଜି ପବିତ୍ର ଇଦ୍ । ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ । ଏଥିପାଇଁ ବିଭିନ୍ନ ମସଜିଦ ଓ ଇଦଗାରେ ଲାଗିଛି ଭିଡ଼ । ନୂଆ ପୋଷାକ ପିନ୍ଧି ସମୂହ ନମାଜ ପାଠ କରିଛନ୍ତି ମୁସଲମାନମାନେ । ଏଥିସହ ପରସ୍ପରକୁ ଜଣାଇଛନ୍ତି ଇଦ୍ ମୁବାରକ । ମାସକର ରୋଜା ପରେ ମୁସଲମାନମାନେ ଇଦ୍ ପାଳୁଛନ୍ତି । ଇଦ ପାଇଁ ଘେର ଘେର ବିରିୟାନୀ, ଲଚ୍ଛା ଭଳି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରାଯାଉଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…