image credit: quoratv
ଭୁବନେଶ୍ବର: ଆସନ୍ତାକାଲି ପାଳନ ହେବ ଇଦ୍ । ରାଜ୍ୟବ୍ୟାପୀ ମେ ୧୪ରେ ଇଦ୍ ପାଳନ କରିବାକୁ କଟକ ଅଞ୍ଜୁମନ ଇସ୍ଲାମୀୟ ଚାନ୍ଦ କମିଟି ପକ୍ଷରୁ ଘୋଷଣା ହୋଇଛି।
ଗତକାଲି କୌଣସି ସ୍ଥାନରେ ଚାନ୍ଦ ଦେଖାଯାଇନଥିଲା। ଚାନ୍ଦ ଦେଖାନଯିବାରୁ ଆଜି ଇଦ୍ ପାଳନ କରାଯାଇ ନାହିଁ। ଆସନ୍ତାକାଲି ଇଦ୍ ପାଳନ କରିବାକୁ ନିଷ୍ପତ୍ତି ହୋଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…