ରାଜ୍ୟ

ଭୁବନେଶ୍ୱର ଆରଟିଓ-୧ ଓ ଆରଟିଓ-୨ ପକ୍ଷରୁ ମିଳିତ ଯାଞ୍ଚ ବେଳେ ଆଠୋଟି ବସ୍‌ ସିଜ୍

ଭୁବନେଶ୍ୱର(କେନ୍ୟୁଜ ବ୍ୟୁରୋ): ଭୁବନେଶ୍ୱରରେ ଆଠୋଟି ବସ୍‌ ସିଜ୍‌। ଭୁବନେଶ୍ୱର ଆରଟିଓ-୧ ଓ ଆରଟିଓ-୨ ପକ୍ଷରୁ ମିଳିତ ଯାଞ୍ଚ ବେଳେ ଏହି ବସ୍‌ ଗୁଡ଼ିକୁ ସିଜ୍‌ କରାଯାଇଛି । ରୁଟ୍‌ରେ ଚାଲିବା ପାଇଁ ଅନୁମତି ନଥିବା ବେଳେ ଏମାନେ ଯାତ୍ରୀ ପରିବହନ କରୁଥିଲେ । ନିୟମ ଅନୁସାରେ କଣ୍ଟ୍ରାକ୍ଟ କ୍ୟାରେଜ ବସ ଟିକେଟ କାଟି ଯାତ୍ରୀଙ୍କୁ ନେଇପାରିବେ ନାହିଁ । ଲାଇନ ବସ୍‌ ଭଳି ଚଳାଚଳ କରିପାରିବେ ନାହିଁ । ପରମିଟ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ଆଠୋଟି ବସ୍‌କୁ ସିଜ କରାଯାଇଥିବା ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଟ୍ଵିଟ କରି ସୂଚନା ଦେଇଛନ୍ତି ।

 

KNews Bureau

Recent Posts

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

1 hour ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

2 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

3 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

4 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

4 hours ago

ବିଜୟଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ସହାୟତା ପାଇଁ କରୁଛନ୍ତି ନିବେଦନ

ବୌଦ୍ଧ : ଚାଲିବାକୁ ଏହି ବାଡି ଖଣ୍ଡିକ ହିଁ ସାହାରା । ତଥାପି ପାଖରେ କେହି ଜଣେ ନ ରହିଲେ…

5 hours ago