ରାଜ୍ୟ

ଶାଢ଼ିରେ ଝୁଲି ପଡିଲେ ଏକାମ୍ର କଲେଜ ଛାତ୍ର, ଟ୍ରାଫିକ ଭଲ୍ୟୁଣ୍ଟର ଭାବେ କରୁଥିଲେ କାମ

ଭୁବନେଶ୍ୱର (କେନ୍ୟୁଜ): ଏକାମ୍ର କଲେଜ୍‌ ଛାତ୍ରଙ୍କ ଆତ୍ମହତ୍ୟା । ଯୁକ୍ତ ୩ ଶେଷ ବର୍ଷର ଛାତ୍ର ଅତୁଲ ସିଆ ଆତ୍ମହତ୍ୟା କରିଛନ୍ତି । ସେ ଯୁକ୍ତ ତିନି ତୃତୀୟ ବର୍ଷର ବାଣିଜ୍ୟ ଛାତ୍ର । ସେ ଘରେ ଶାଢ଼ୀରେ ଆତ୍ମହତ୍ୟା କରିଛନ୍ତି । ଦୀର୍ଘଦିନ ହେଲା ଟ୍ରାଫିକ ଭଲ୍ୟୁଣ୍ଟର ଭାବେ କାର୍ଯ୍ୟ କରି ଆସୁଥିଲେ । ନିକଟରେ ସେ କନେଷ୍ଟବଳ ପରୀକ୍ଷା ଦେଇଥିଲେ । ହତ୍ୟାର କାରଣ ଜଣାପଡିନଥିବାବେଳେ ତଦନ୍ତ କରୁଛି ଲିଙ୍ଗରାଜ ଥାନା ପୋଲିସ।

Barsha

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

16 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

18 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

21 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

27 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

42 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

1 hour ago