Below header

ବଲାଙ୍ଗୀରରେ ଅଭାବନୀୟ ଘଟଣା, ସରକାରୀ କ୍ୱାର୍ଟରରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର: ବଲାଙ୍ଗୀରରେ ଅଭାବନୀୟ ଘଟଣା । ସରକାରୀ କ୍ୱାର୍ଟରରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଚନ୍ଦ୍ରଶେଖର ନଗରରୁ ଏହି ମୃତଦେହ ଉଦ୍ଧାର କରାଯାଇଛି ।

ମିଳିଥିବା ଖବର ମୁତାବକ, ଝୁଲନ୍ତା ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର କରିଛି ବଲାଙ୍ଗୀର ଟାଉନ ପୋଲିସ । ଘଟଣା ସମ୍ପର୍କରେ ଏଯାଏ ଅଧିକ ତଥ୍ଯ ମିଳିପାରିନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.