ସବୁ ଜିଲ୍ଲାପାଳ ଓ ଏସପିଙ୍କ ସହ ନିର୍ବାଚନ କମିଶନଙ୍କ ବୈଠକ, ପୌର ନିର୍ବାଚନ ସମ୍ପର୍କରେ ଆଲୋଚନା

ଭୁବନେଶ୍ବର(କେନ୍ଯୁଜ୍): ଜିଲ୍ଲାପାଳ ଓ ଏସପିଙ୍କ ନିର୍ବାଚନ କମିଶନଙ୍କ ବୈଠକ । ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକ ହୋଇଛି । ପୌର ନିର୍ବାଚନ ସମ୍ପର୍କରେ ଆଲୋଚନା ହୋଇଛି ।

ନିର୍ବାଚନ ପୂର୍ବର ପ୍ରସ୍ତୁତି କର୍ମଚାରୀଙ୍କ ତାଲିମ, ନିର୍ବାଚନ ସାମଗ୍ରୀ ବିତରଣ, ବାଲାଟ ପେପର ପ୍ରସ୍ତୁତି, ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ମତଗଣନା କାର୍ଯ୍ୟ କିପରି ସୁରୁଖୁରୁରେ ହୋଇପାରିବ, ସେ ସମ୍ପର୍କରେ ଆଲୋଚନା ହୋଇଛି । ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଉପରେ କମିଶନ ଗୁରୁତ୍ୱ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.