ବଲାଙ୍ଗିର(କେନ୍ୟୁଜ୍): ୧୫ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି । ବଲାଙ୍ଗିର ଆସି କଂଗ୍ରେସ ପାଇଁ ପ୍ରଚାର କରିବେ । ରାହୁଲଙ୍କ ଗସ୍ତ ନେଇ ସୂଚନା ଦେଇଛନ୍ତି ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର । ବଲାଙ୍ଗିର ଆସନ ବଜାୟ ରଖିବାକୁ କଂଗ୍ରେସ ଜୋରଦାର ପ୍ରୟାସ ଜାରି ରଖିଛି । କଂଗ୍ରେସ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ବାପା ତଥା ବିଧାୟକ ନରସିଂହ ମିଶ୍ରଙ୍କ ଗତ ୧୦ ବର୍ଷର ବିକାଶ ମୂଳକ କାର୍ଯ୍ୟ ନେଇ ପଡ଼ା ପଡ଼ା ଗଳିଗଳିରେ ଜନସାଧାରଣ ଙ୍କ ପାଖକୁ ଯାଉଛନ୍ତି । ବଲାଙ୍ଗିରକୁ ବିଜେପି ଓ ବିଜେଡିର ତୁଙ୍ଗ ନେତୃବୃନ୍ଦ ପ୍ରଚାର ପାଇଁ ଆସିସାରିଥିବା ବେଳେ ଆସନ୍ତା ୧୫ ତାରିଖ ରେ କଂଗ୍ରେସ ପାଇଁ ନିର୍ବାଚନ ପ୍ରଚାର କରିବେ ଆସୁଛନ୍ତି ରାହୁଲ ଗାନ୍ଧୀ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…