ରାଜ୍ୟ

ଚାର୍ଜ ବେଳେ ଫାଟିଲା ବାଇକ ବ୍ୟାଟେରୀ, ସୋ ରୁମକୁ ବ୍ୟାପିଲା ନିଆଁ

ଯାଜପୁର ଟାଉନ(କେନ୍ୟୁଜ୍):  ଚାର୍ଜ ବେଳେ ଫାଟିଲା ବାଇକ ବ୍ୟାଟେରୀ।ଯାଜପୁର ଲଳିତେଶ୍ବରନଗର ର ଏକ ବ୍ୟାଟେରୀ ଚାଳିତ ବାଇକ ସୋ ରୁମରେ ଘଟିଛି ଅଘଟଣ। ଗାଡି ବ୍ୟାଟେରୀ ଚାର୍ଜ ହେଉଥିବା ସମୟରେ ହଠାତ ଏକ ବ୍ୟାଟେରୀ ବିସ୍ପୋରଣ ହୋଇଥିଲା।

ଫଳରେ ନିଆଁ ପୁରା ସୋ ରୁମକୁ ବ୍ୟାପିଥିଲା। ଏଥିରେ ମୋଟ ୩ ଟି ବାଇକ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ନିଆଁ ଲିଭାଇବାକୁ ଯାଇ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ କର୍ମଚାରୀ ହେଉଛନ୍ତି ତପୁନା ସାହୁ। ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି  କରାଯାଇଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

5 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

1 hour ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

2 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

3 hours ago