ରାଜ୍ୟ

ବ୍ରହ୍ମପୁର ମେଣ୍ଡରାଜପୁରରେ ବସ୍‌ ଦୁର୍ଘଟଣା ପାଇଁ ଶକ୍ତି ବିଭାଗ ଦାୟୀ, ଗ୍ରାଉଣ୍ଡ ରିଏଲଟିରୁ ଫେରିବା ପରେ ପ୍ରତିକ୍ରିୟା ରଖିଲେ ପରିବହନ ମନ୍ତ୍ରୀ

ବ୍ରହ୍ମପୁର : ବ୍ରହ୍ମପୁର ମେଣ୍ଢରାଜପୁରରେ ବିଦ୍ୟୁତ ତାର ଲାଗି ଘଟିଥିବା ବସ୍‌ ଦୁର୍ଘଟଣା ପାଇଁ ଶକ୍ତି ବିଭାଗ ଦାୟୀ । ଗତକାଲି ଦୁର୍ଘଟଣାସ୍ଥଳ ବୁଲି ଦେଖିବା ପରେ ଆଜି ଏହି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ପରିବହନ ବିଭାଗ ଦେଇଥିବା ତଦନ୍ତ ରିପୋର୍ଟ ଉପରେ ତର୍ଜମା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଘରୋଇ ବସ୍‌ ମାଲିକ ସଂଘ ସହ ଆଲୋଚନା କରାଯିବ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗତକାଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା ଓ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଦୁର୍ଘଟଣାସ୍ଥଳ ବୁଲି ଦେଖିଥିଲେ। କିଭଳି ବସ୍‌ ଦୁର୍ଘଟଣା ଘଟିଥିଲା ସେ ନେଇ ସ୍ଥାନୀୟ ବାସିନ୍ଦାଙ୍କୁ ପଚାରି ବୁଝିଥିଲେ । ଏହା ପରେ ଦୁଇ ମନ୍ତ୍ରୀ ଡଙ୍କଲପାଡୁ ଗାଁକୁ ଯାଇ ବସ ଦୁର୍ଘଟଣାରେ ମୃତକଙ୍କ ପରିବାରଙ୍କୁ ଭେଟିଥିଲେ । ସେମାନଙ୍କୁ କିପରି ବିଭିନ୍ନ ସରକାର ସହାୟତା ମିଳିବ, ସେ ନେଇ ଦୁଇ ମନ୍ତ୍ରୀ ଗାଁ ଲୋକଙ୍କ ସହ କଥା ହୋଇଥିଲେ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

9 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

24 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

37 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

37 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago