ରାଜ୍ୟ

କଟକ ସିଡିଏ ୧୧ ନମ୍ବର ଅଞ୍ଚଳରେ ଅଭାବନୀୟ ଘଟଣା: ହାଇଭୋଲଟେଜ୍‌ରୁ ଜଳିଗଲା ଇଲେକ୍ଟ୍ରୋନିକ୍ସ ସାମଗ୍ରୀ

କଟକ(କେନ୍ୟୁଜ୍): ହାଇଭୋଲଟେଜ୍‌ରୁ ଜଳିଗଲା ଇଲେକ୍ଟ୍ରୋନିକ୍ସ ସାମଗ୍ରୀ । କଟକ ସିଡିଏ ୧୧ ନମ୍ବର ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବରିଷ୍ଠ ସିନିୟର ଆଇନିଜୀବୀ ପ୍ରଫୁଲ କୁମାର ରଥଙ୍କ ଚାମ୍ବରରେ ମଧ୍ୟ ହାଇ ଭୋଲଟେଜର ପ୍ରଭାବ ଦେଖିବାକୁ ମିଳିଛି ।

ହାଇ ଭୋଲଟେଜ ଯୋଗୁ ଘରର ଫ୍ୟାନ୍‌, ଏସି, ମାଇକ୍ରୋ ଓଭାନ, ମୋବାଇଲ, ଟିଭି, ଓ୍ଵାସିଙ୍ଗମେସିନ ସହ ୩୦ରୁ ଉର୍ଦ୍ଧ୍ୱ ସାମଗ୍ରୀ ପଡିଯାଇଥିବା ଜଣାପଡ଼ିଛି । ଚାମ୍ବରର ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ, ୪ରୁ ୫ କମ୍ପ୍ୟୁଟର, ଏସି ନଷ୍ଟ ହୋଇଯାଇଛି ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

7 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

8 hours ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

8 hours ago

‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ, ଯୋଗଦେଲେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ସହ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…

9 hours ago

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

9 hours ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

11 hours ago