ରାଜ୍ୟ

ବାର୍‌ହା ଫାଶରେ ପଡ଼ି ଦନ୍ତାହାତୀର ମୃତ୍ୟୁ

ଢେଙ୍କାନାଳ(କେନ୍ଯୁଜ୍): ବାର୍‌ହା ଫାଶରେ ପଡ଼ି ଦନ୍ତାହାତୀର ମୃତ୍ୟୁ। ଢେଙ୍କାନାଳ ହିନ୍ଦୋଳ ବନାଞ୍ଚଳ କନ୍ତାମିଲା ଗାଁ ନିକଟ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ ହୋଇଛି। ଶିକାରୀମାନେ ବାର୍‌ହା ଶିକାର ପାଇଁ ବିଛାଇ ଥିବା ବିଦ୍ୟୁତ୍‌ ତାରରେ ଲାଗି ମୃତ୍ୟୁ ଆଶଙ୍କା କରାଯାଉଛି।

ପାଖରେ ତାର ବିଛାଯାଇଥିବା ଦେଖିବାକୁ ମିଳିଛି। ହିନ୍ଦୋଳ ଅଞ୍ଚଳରେ ବାରମ୍ବାର ଶିକାରୀମାନଙ୍କ ଯୋଗୁ ହାତୀ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ କରୁଛନ୍ତି।

Sonalisa

Recent Posts

ଜାଣନ୍ତୁ, ଭୁବନେଶ୍ୱରରେ ଆଜିର ପେଟ୍ରୋଲ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 second ago

ଜାଣନ୍ତୁ କେତେ ରହିଛି ଆଜି ସୁନା ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…

11 mins ago

ବିଦ୍ୟୁତ ଆଘାତରେ ଦନ୍ତା ମୃତ, ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା

ସମ୍ବଲପୁର : ବିଦ୍ୟୁତ ଆଘାତରେ ଦନ୍ତା ମୃତ। ସମ୍ବଲପୁର ସଦର ରେଞ୍ଜ ଫରେଷ୍ଟ ଡିଭଜନ ଯୁଯୁମୁରା ରେଞ୍ଜ ବସିଆପଡା ଗାଁରେ…

44 mins ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ, ଦୁଇ ଗୁରୁତର

ନୂଆପଡ଼ା(କେନ୍ୟୁଜ): ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୪ ଜୀବନ । ଦୁଇ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି…

1 hour ago

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

9 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

13 hours ago