Categories: ରାଜ୍ୟ

ଢ଼େଙ୍କାନାଳ: ପାଇଖାନା ଟାଙ୍କିରେ ଖସି ପଡ଼ିଲେ ମାଆ ଓ ଛୁଆ ହାତୀ

ଢ଼େଙ୍କାନାଳ(କେନ୍ୟୁଜ୍): ପାଇଖାନା ଟାଙ୍କି ଭିତରେ ଖସି ପଡ଼ିଲେ ମାଆ ଓ ଛୁଆ ହାତୀ। ଢ଼େଙ୍କାନାଳ ଜିଲ୍ଲା ମହାବୀର ରୋଡ୍‌ ରେଞ୍ଜ ଅନ୍ତର୍ଗତ ତଳବେରଣା ଗାଁରେ ଏହି ଘଟଣା ଦେଖିବାକୁ ମିଳିଛି। ଗାଁ ପ୍ରମୋଦ ପାଳଙ୍କ ଘର ପଛ ପଟରେ ଥିବା ପାଇଖାନା ଟାଙ୍କିରେ ଖସି ପଡ଼ିଥିଲେ ମାଆ ଓ ଛୁଆ ହାତୀ। ଗର୍ଜନ କରିବା ପରେ ଘର ମାଲିକ ଦେଖିଥିଲେ। ସେଠାରେ ଆଖପାଖ ଲୋକଙ୍କ ଭିଡ଼ ହୋଇଥିଲା। କୌଣସି ପ୍ରକାରେ ମାଆ ହାତୀଟି ଟାଙ୍କି ଭିତରୁ ବାହାରି ପଡ଼ିଥିଲା। ପରେ ଗାଁ ଲୋକମାନେ କାଠ ବଲ୍‌ହା ସାହାଯ୍ୟରେ ଛୁଆ ହାତୀକୁ ଉଦ୍ଧାର କରିଥିଲେ।

KNews Bureau

Recent Posts

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

53 seconds ago

ଦିନ ଗୋଟାଏ ସୁଦ୍ଧା ରାଜ୍ୟରେ ହାରାହାରି ୩୭.୬୪% ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ…

13 mins ago

ଝାଡ଼ଖଣ୍ଡ: ମାଛ ବୋଝେଇ ଗାଡ଼ି ଓଲଟିଲା, ରାସ୍ତାରୁ ଥାଇ ମାଗୁର ବୋହିନେଲେ ସ୍ଥାନୀୟ ଲୋକେ

ଝାଡ଼ଖଣ୍ଡର ଧନବାଦରେ ଏକ ମାଛ ବୋଝେଇ ଗାଡ଼ି ଦୁର୍ଘଟଣାର ଶିକାର ହୋଇଛି । ଏଠାରେ ରାସ୍ତାରେ ଯାଉଥିବା ବେଳେ ଗାଡ଼ିଟି…

16 mins ago

ଦିନ ୧୦ଟାରୁ ୩ଟା ଯାଏ ପ୍ରଚଣ୍ଡ ଖରାରେ ଘରୁ ନ ବାହାରିବାକୁ ଅପିଲ୍

ଭୁବନେଶ୍ୱର(କେନ୍ୟୁଜ୍‌) : ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କଲେ ମୁଖ୍ୟ ସଚିବ ପ୍ରଦୀପ ଜେନା । ଗତ…

26 mins ago

ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକରେ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ଶିକ୍ଷୟତ୍ରୀ

ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…

52 mins ago

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟର କାରଣ ପାଇଁ ପୋଷ୍ଟମୋର୍ଟମ ରିପୋର୍ଟକୁ ଅପେକ୍ଷା କରିବାକୁ ପଡ଼ିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ୍‌): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…

1 hour ago