Below header

ଅନୁଗୁଳ : ବିଦ୍ୟୁତ୍ ତାର ନେଲା ହାତୀର ଜୀବନ

ଅନୁଗୁଳ (କେନ୍ୟୁଜ୍) : ବିଦ୍ୟୁତ୍ ତାର ନେଲା ହାତୀର ଜୀବନ। ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ମୁଣ୍ଡାପଡ଼ା ବନାଞ୍ଚଳରେ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ୧୧ କେଭି ବିଦ୍ୟୁତ୍ ତାର ସଂଶ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ବନବିଭାଗ ସୂଚନା ଦେଇଛି। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ କରୁଛନ୍ତି। ବାରମ୍ବାର ଏଭଳି ଘଟଣା ଘଟୁଥିଲେ ମଧ୍ୟ ବନବିଭାଗ ଏ ଦିଗରେ ଧ୍ୟାନ ଦେଉନଥିବା ସ୍ଥାନୀୟଲୋକେ ଅଭିଯୋଗ କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.