ରାଜ୍ୟ

ଆନନ୍ଦପୁର ବନଖଣ୍ଡ ହଦଗଡ଼ ହସ୍ତି ଅଭୟାରଣ୍ୟ ପିତାନାଉ ଜଙ୍ଗଲରେ ହାତୀ ଦଳ ମଧ୍ୟରେ ସଂଘର୍ଷ, ଦନ୍ତାର ମୃତ୍ୟୁ

ଆନନ୍ଦପୁର(କେନ୍ୟୁଜ): ହାତୀ ଦଳ ମଧ୍ୟରେ ସଂଘର୍ଷ, ଦନ୍ତାର ମୃତ୍ୟୁ । ଆନନ୍ଦପୁର ବନଖଣ୍ଡ ହଦଗଡ଼ ହସ୍ତି ଅଭୟାରଣ୍ୟ ପିତାନାଉ ଜଙ୍ଗଲରେ ଦନ୍ତାହାତୀର ମୃତ୍ୟୁ ହୋଇଛି। ବନବିଭାଗ ଅଧିକାରୀଙ୍କ ସୂଚନାନୁଯାୟୀ, ଗତକାଲି ଗତକାଲି ୮ ଟିକିଆ ହାତୀପଲ ଜଙ୍ଗଲରେ ବୁଲୁଥିବାବେଳେ ଦୁଇଟି ଦନ୍ତା ମଧ୍ୟରେ ସଂଘର୍ଷ ହୋଇଥିଲା।

ଏଥିରେ ୩୦ ବର୍ଷିୟ ହାତୀ ଜଙ୍ଗଲରୁ କିଛି ବାଟ ତଳକୁ ଖସିପଡିଥିଲା । ପରେ ହାତୀଟି ମୃତ୍ୟୁ ହୋଇଥିଲା । ଆଜି ଆନନ୍ଦପୁର ଡିଏଫଓ, ହଦଗଡ ରେଞ୍ଜର ଓ ଅନ୍ୟ ବନକର୍ମଚାରୀ ପହଂଚିଛନ୍ତି । ବ୍ୟବଚ୍ଛେଦ ପରେ ଅଧିକ ତଥ୍ୟ ମିଳିପାରିବ ବୋଲି କହିଛନ୍ତି ଡିଏଫ୍‌ଓ ।

Sonalisa

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

3 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

6 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

6 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

6 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

9 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

9 hours ago