Below header

ଆଠଗଡ଼ ବନଖଣ୍ଡରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ DFO

ଆଠଗଡ଼: ଗତକାଲି ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣି ରେଞ୍ଜ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲର ଘାସୁଆରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି। ବାର୍ଦ୍ଧକ୍ୟ ବା କୌଣସି ଅଜଣା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଥିବା କହିଛନ୍ତି ଆଠଗଡ଼ DFO ସସ୍ମିତା ଲେଙ୍କା।

ଦନ୍ତାହାତୀ ଟିର ବୟସ ପାଖପାଖି ୫୫ବର୍ଷରୁ ଅଧିକ ହେବ ବୋଲି କୁହାଯାଉଛି। ହାତୀଟିର ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ। ତେବେ ଘଟଣାର ଅଧିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି DFO ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.