ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ଲାଗି ହାତୀ ଓ ବାର୍‌ହା ମୃତ

ଢେଙ୍କାନାଳ(କେନ୍ୟୁଜ୍): ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ ତାର ଲାଗି ହାତୀ ଓ ବାର୍‌ହା ମୃତ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ ବାଘଘରିଆ ଜଙ୍ଗଲରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମାଇହାତୀର ବି ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଁଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ହିନ୍ଦୋଳ ଅଞ୍ଚଳରେ ଜନ୍ତୁ ଶିକାରୀ ବିଦ୍ୟୁତ୍‌ ତାର ବିଛାଇବା ଯୋଗୁ ଅନେକ ସମୟରେ ହାତୀର ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.