Categories: ରାଜ୍ୟ

ନୀଳଗିରି ଅଞ୍ଚଳରେ ହାତୀ-ମଣିଷ ଲଢେଇ

ବାଲେଶ୍ୱର(କେନ୍ଯୁଜ୍) : ହାତୀ-ମଣିଷ ଲଢେଇ। କେତେବେଳେ ମଣିଷ ହାତୀଙ୍କୁ ଘଉଡାଇବାରେ ଲାଗୁଛି ତ ଆଉ କେତେବେଳେ ହାତୀ ପଲ ହିଂସ୍ର ହୋଇ ମାଡି ଆସୁଛନ୍ତି। ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳରେ ରାତି ସାରା ଦେଖିବାକୁ ମିଳିଥିଲା ଏଭଳି ଦୃଶ୍ୟ। ଗତ ୫ ଦିନ ଧରି ଆତଙ୍କ ଖେଳାଇଛନ୍ତି ଝାଡଖଣ୍ଡି ହାତୀପଲ। ୩୪ଟିକିଆ ହାତୀପଲ ଏହି ଅଂଚଳରେ ବ୍ୟାପକ ଫସଲ ନଷ୍ଟ କରିବା ସହ କ୍ଷୟକ୍ଷତି କରୁଛନ୍ତି ।

ଘରଦ୍ୱାର ମଧ୍ୟ ଭାଙ୍ଗି ଦେଉଛନ୍ତି। ଫଳରେ ଆଖପାଖ ଗାଁ ଗୋପାଳପୁର, ଜଡିବାଲି, ଆନନ୍ଦପୁରରେ ଲୋକମାନେ ଭୟଭୀତ ଅବସ୍ଥାରେ ରହିଥିଲେ। ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଜାଳି ବାଣ ଫୁଟାଇ ହାତୀ ପଲଙ୍କୁ ବାଲେଶ୍ୱର ସୀମା ପାର୍‌ କରାଇଛନ୍ତି । ପ୍ରତିବର୍ଷ ଫସଲ ଅମଳ ସମୟରେ ହାତୀପଲ ପଶି ଏପରି କ୍ଷୟକ୍ଷତି କରୁଛନ୍ତି।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago