Below header

ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ଏକ ମାଈ ହାତୀର ମୃତଦେହ ଉଦ୍ଧାର

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀର ମୃତ୍ୟୁ । ମୁଜାଗଡ଼ ବନ୍ୟାଞ୍ଚଳ ଅନ୍ତର୍ଗତ ଦୁର୍ଗାପ୍ରସାଦ ନିକଟରେ ମାଈ ହାତୀର ମୃତ୍ୟୁ ହୋଇଛି ।

ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛନ୍ତି । ହାତୀର ବୟସ ୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ମୃତ୍ୟୁର କାରଣ ଜଣାପଡ଼ିନଥିବା କହିଛନ୍ତି ବନ ବିଭାଗ ଅଧିକାରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.