ରାଜ୍ୟ

ଟ୍ରେନରେ ପିଟି ହୋଇ ହାତୀ ମୃତ୍ୟୁ ଘଟଣା: ରେଳ ବିଭାଗକୁ ଦାୟୀ କଲା ବନ ବିଭାଗ

ଅନୁଗୁଳୁ (କେନ୍ୟୁଜ): ଟ୍ରେନରେ ପିଟି ହୋଇ ହାତୀ ମରିବା ଘଟଣା । ହାତୀ ମୃତ୍ୟୁ ପାଇଁ ରେଳ ବିଭାଗକୁ ଦାୟୀ କଲା ବନ ବିଭାଗ । ରେଳ ବିଭାଗକୁ ପୂର୍ବରୁ ସୂଚନା ଦିଆ ଯାଇଥିବା ସତ୍ତ୍ୱେ ରେଳର ଗତି ଅଧିକ ଥିଲା । ଯେଉଁଥିପାଇଁ ଦନ୍ତା ହାତୀର ମୃତ୍ୟୁ ହେଲା ବୋଲି ସୂଚନା ଦେଇଛନ୍ତି ଅନୁଗୋଳ ଡିଏଫଓ ବିବେକ କୁମାର ।

ସୂଚନା ଅନୁଯାୟୀ ଅନୁଗୁଳ-ସମ୍ବଲପୁର ରେଳ ଲାଇନ୍‌ ଜରପଡ଼ା ଗାଁ ନିକଟରେ ଟ୍ରେନ୍‌ଟି ହାତୀକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ପ୍ରାୟ ୧୦୦ ମିଟର ଦୂରରେ ଛିଟକି ପଡିଥିଲା ହାତୀ। ସମ୍ବଲପୁର- ସାଲିମାର ଟ୍ରେନରେ କଟି ହାତୀ ମରିଥିବା ସୂଚନା। ହାତୀଟି ରେଳଧାରଣା ଅତିକ୍ରମ କରୁଥିବା ବେଳେ ଟ୍ରେନ ଧକ୍କାରେ କଟିଯାଇଥିବା ଜଣାପଡିଛି। ଖବରପାଇ ବନବିଭାଗ ଓ ରେଲ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago