ଅନୁଗୁଳ (କେନ୍ୟୁଜ): ପୁଣି ଏକ ହାତୀ ମୃତ। ଟ୍ରେନରେ କଟି ଗଲା ଦନ୍ତାର ଜୀବନ। ଅନୁଗୁଳ-ସମ୍ବଲପୁର ରେଳ ଲାଇନ୍ ଜରପଡ଼ା ଗାଁ ନିକଟରେ ଟ୍ରେନ୍ଟି ହାତୀକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ପ୍ରାୟ ୧୦୦ ମିଟର ଦୂରରେ ଛିଟକି ପଡିଥିଲା ହାତୀ।
ସମ୍ବଲପୁର- ସାଲିମାର ଟ୍ରେନରେ କଟି ହାତୀ ମରିଥିବା ସୂଚନା। ହାତୀଟି ରେଳଧାରଣା ଅତିକ୍ରମ କରୁଥିବା ବେଳେ ଟ୍ରେନ ଧକ୍କାରେ କଟିଯାଇଥିବା ଜଣାପଡିଛି। ଖବରପାଇ ବନବିଭାଗ ଓ ରେଲ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ମୃତଦେହକୁ ଉଦ୍ଧାର କରି ତଦନ୍ତ କରୁଛି।
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…
ସୋର(କେନ୍ୟୁଜ୍): ଜହ୍ଲାଦ ପୁଅ । ସବୁ ସୀମା ପାର୍ କଲା । ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ ।…