Below header

କେନ୍ଦୁଝରରେ ଥମୁନି ଗଜରାଜଙ୍କ ଉପଦ୍ରବ: କେତେବେଳେ ଘର ଭାଙ୍ଗୁଛନ୍ତି ତ ଆଉ କେତେବେଳେ ଏକର ଏକର ଫସଲ କରୁଛନ୍ତି ନଷ୍ଟ

କେନ୍ଦୁଝର: କେନ୍ଦୁଝରରେ ଥମୁନି ହାତୀ ଉପଦ୍ରବ । କେତେବେଳେ ଘର ଭାଙ୍ଗୁଛନ୍ତି ତ ଆଉ କେତେବେଳେ ଫସଲ ନଷ୍ଟ କରୁଛନ୍ତି ।ଏହାସହ ଲୋକଙ୍କୁ ମଧ୍ୟ ଆକ୍ରମଣ କରୁଛନ୍ତି ହାତୀ ପଲ। ଫଳରେ ଭୟଭୀତ ଅସ୍ଥାରେ ଦିନ କାଟୁଛନ୍ତି ଲୋକେ ।

ଏକର ଏକର ଆଳୁ ଫସଲକୁ ଖାଇବା ସହ ଦଳି ମକଚି ନଷ୍ଟ କରୁଛନ୍ତି ହାତୀପଲ । ମୁଣ୍ଡ ଝାଳ ତୁଣ୍ଡରେ ମାରି ଚାଷୀ କରିଥିବା ଆଳୁ ଫସଲ ନଷ୍ଟ ହୋଇଥିବାରୁ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ । ହାତୀ ଘଉଡାଇବାରେ ବନବିଭାଗ ବିଫଳ ହେଉଥିବା ଅଭିଯୋଗ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.