ତାଳଚେର (କେନ୍ୟୁଜ୍) : ଚାଇଁପାଳ ନିକଟ ଜଙ୍ଗଲରେ ବୁଲୁଛନ୍ତି ୨୨ଟି ବଣୁଆ ହାତୀ । ପାଖ ଗାଁକୁ ଆସି ସୃଷ୍ଟି କରୁଛନ୍ତି ଆତଙ୍କ । ଗତକାଲି ହାତୀ ଆକ୍ରମଣରେ ଜଣଙ୍କର ଜୀବନ ଯାଇଛି । ମୃତକ ହେଉଛନ୍ତି ଲିଙ୍ଗରାକଟା ଗାଁର ବିକ୍ରମ ରାଉତ । ହାତୀ ତାଙ୍କୁ କଚାଡି ମାରି ଦେଇଛି । ଏହା ସହ ହାତୀ ପଲ ଗାଁକୁ ଆସି ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । ବଣୁଆ ହାତୀଙ୍କ ଆତଙ୍କ ଯୋଗୁ ଆଖପାଖ ୫ଟି ଗାଁର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି । ବନ ବିଭାଗ ହାତୀ ଗୁଡ଼ିକୁ ଘଉଡାଇବାକୁ ଉଦ୍ୟମ ଜାରି ରଖିଛି ।
କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…
ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…
କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…
ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ…
ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…