ମଙ୍ଗଳପୁର ଗାଁରେ ହାତୀ ଆକ୍ରମଣ, ଚାଷ ଜମିକୁ ଯାଉଥିବାବେଳେ ଦଳିଦେଲା ଦନ୍ତା

ଢେଙ୍କାନାଳ ଜିଲ୍ଲାରେ ଥମୁନି ହାତୀ ଆତଙ୍କ। ଦିନକୁ ଦିନ ଆକ୍ରମଣରେ ଯାଉଛି ଅନେକ ଜୀବନ। ଓଡ଼ାପଡ଼ା ବ୍ଳକ କଣ୍ଟାବଣିଆ ଥାନା ମଙ୍ଗଳପୁର ଗାଁରେ ହାତୀ ଆକ୍ରମଣରେ ଜଣେ ମୃତ। ମୃତକ ରଣଜିତ ରାଉତ।

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ଥମୁନି ହାତୀ ଆତଙ୍କ। ଦିନକୁ ଦିନ ଆକ୍ରମଣରେ ଯାଉଛି ଅନେକ ଜୀବନ। ଓଡ଼ାପଡ଼ା ବ୍ଳକ କଣ୍ଟାବଣିଆ ଥାନା ମଙ୍ଗଳପୁର ଗାଁରେ ହାତୀ ଆକ୍ରମଣରେ ଜଣେ ମୃତ। ମୃତକ ରଣଜିତ ରାଉତ।

ଆଜି ସକାଳେ ଘରୁ ବାହାରି ଚାଷ ଜମିକୁ ଯାଉଥିବାବେଳେ ଦନ୍ତା ଦଳିଦେଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଳା। ଗତ ୧ ସପ୍ତାହ ମଧ୍ୟରେ ହାତୀ ଆକ୍ରମଣରେ ୪ ଜଣଙ୍କର ମତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.