ରାଜ୍ୟ

କଟକ ଛାଡିଲେ ହାତୀପଲ, ଏବେ ପାଣି ଭିତରେ ନୂଆପାଟଣା ମଧୁସୁଦନ ବ୍ରିଜ୍‌ ପାର ହୋଇ ଆଠଗଡ ବନଖଣ୍ଡ ମୁହାଁ

କଟକ(କେନ୍ୟୁଜ): କଟକକୁ ଆଉ ନାହଁ ହାତୀ ବିପଦ । କଟକ ଛାଡିଲେ ହାତୀପଲ । ଗତକାଲି ବିଳମ୍ବିତ ରାତିରେ ମହାନଦୀ ପଠାରୁ ହାତୀପଲ ପଳାଇଛନ୍ତି। ପାଣି ଭିତରେ ନୂଆପାଟଣା ମଧୁସୁଦନ ବ୍ରିଜ୍‌ ପାର ହୋଇ ହାତୀପଲ ଆଠଗଡ ବନଖଣ୍ଡ ଆଡକୁ ଯାଉଛନ୍ତି ।

କଟକ ଗଡଗଡିଆ ଘାଟରୁ ଅଳ୍ପ କିଛି ଦୂର ହରିଣ ପାର୍କ ସମ୍ମୁଖ ନଦୀପଠାରେ ୧୪ଟିକିଆ ହାତୀପଲ ବୁଲୁଥିବା ଦେଖିବାକୁ ମିଳିଥିଲା । ହାତୀପଲ ସହର ଭିତରକୁ ପଶି ଆସିବା ଆଶଙ୍କାରେ ଭୟଭୀତ ଥିଲେ ସହରବାସୀ । ଚନ୍ଦକା ଅଭୟାରଣ୍ୟରୁ ହାତୀପଲ ପଳାଇ ଆସିଥିବା କୁହାଯାଉଛି । ହାତୀ ପଲରେ କିଛି ଛୁଆ ଓ ବଡ଼ ହାତୀ ଅଛନ୍ତି । ରାତି ତମାମ ନିଆଁ ଜାଳି ହାତୀ ଘଉଡ଼ାଇବାକୁ ଉଦ୍ୟମ କରିଥିଲା ବନ ବିଭାଗ ।

Sonalisa

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

3 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

5 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

6 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

6 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

7 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

8 hours ago