ରାଜ୍ୟ

ଖାଦ୍ୟ ବିଷ କ୍ରିୟାରୁ ପରିବାରର ୧୧ ଜଣ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଆନନ୍ଦପୁର (କେନ୍ୟୁଜ): ଖାଦ୍ୟ ବିଷ କ୍ରିୟାରୁ ୧୧ ଅସୁସ୍ଥ। ଆନନ୍ଦପୁର ନନ୍ଦିପଦା ଥାନା ଅମୃତପୁର ଗାଁରେ ରାତିରେ ଚିକେନ ଖାଇ ୧୧ ଜଣ ଅସୁସ୍ଥ ହୋଇଛନ୍ତି। ସମସ୍ଥ ଅସୁସ୍ଥଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ଯରେ ୨ ପୁରୁଷ , ୩ଜଣ ମହିଳା ଓ ୬ଜଣ ଶିଶୁ ଅଛନ୍ତି ।

ସୂଚନା ଅନୁସାରେ ଗତକାଲି ଗାଁର ଅନନ୍ତ ନାରାୟଣ ଦାସଙ୍କ ପରିବାର ଚିକେନ୍ ରୋଷେଇ କରି ଖାଇବାର କିଛି ସମୟ ପରେ ଜଣଙ୍କ ପରେ ଜଣେ ଅସୁସ୍ଥ ହୋଇ ଯାଇଥିଲେ। ପ୍ରଥମେ ଶାଳଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସମସ୍ତ ଅସୁସ୍ଥଙ୍କୁ ଭର୍ତ୍ତି କରିବା ପରେ ଅବସ୍ଥା ଗୁରୁତର ହେବାରୁ ଆଜି ସକାଳୁ ସେମାନଙ୍କୁ ଆନନ୍ଦପୁର ଡାକ୍ତରଖାନାକୁ ଅଣା ଯାଇଛି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା ସୂଚନା ମିଳିଛି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago