ରାଜ୍ୟ

କଟକ: ଜାମିନରେ ଆସିଥିବା ଚୋରା ମଦ ବ୍ୟବସାୟୀଙ୍କ ଥାନା ଆଗରେ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ହୋଇ ମୃତ୍ୟୁ ସହ କରୁଛନ୍ତି ସଂଗ୍ରାମ

ନିଆଳି(କେନ୍ୟୁଜ୍):  ଚୋରା ମଦ ବେପାରୀ କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିବା ପ୍ରତିବାଦରେ ମଦ ବେପାରୀଙ୍କ ଆତ୍ମହତ୍ୟା ଉଦ୍ୟମ। ଏଭଳି ଘଟଣା ଘଟିଛି  କଟକ ଜିଲ୍ଲା ନିଆଳି ପୂର୍ବଖଣ୍ତ ଗାଁରେ । ଗାଁର ଅଶୋକ ଦାଶ ଗତ କିଛି ଦିନ ତଳେ ଚୋରା ମଦ ବିକ୍ରି କରୁଥିବା ସମୟରେ ନିଆଳି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। କିନ୍ତୁ କିଛି ଦିନ ପରେ  ଜାମିନରେ ଆସିବା ପରେ ନିଆଳି ଥାନା ସମ୍ମୁଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅଶୋକ।

ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଓ ପୋଲିସ ନିଆଳି ସରକାରୀ ମେଡିକାଲରେ ଭର୍ତ୍ତି କରିଛନ୍ତି ।  ଅଶୋକଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତରିତ କରାଯାଇଛି । ଗତ କିଛି ଦିନ ତଳେ ଚୋରା ମଦ ସହ ଅଭିଯୁକ୍ତକୁ ଗିରଫ କରିଥିଲା ନିଆଳି ପୋଲିସ। ଜାମିନରେ ଆସିବା ପରେ ଥାନା ସମ୍ମୁଖ ରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

4 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

6 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

13 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

22 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

22 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

39 mins ago